Para Purusha
Paperback
$14.00
Premium Members save an extra 10% and all Members collect stamps to save with Rewards. 10 stamps = $5.Learn More
Select a store to view item availability.
'ବାୟା ଚଢ଼େଇର ବସା ଓ ଅନ୍ୟାନ୍ୟ ଗଳ୍ପ' ସଂକଳନରେ ୧୯ଟି କ୍ଷୁଦ୍ରଗଳ୍ପ ଲେଖିସାରିବା ପରେ ମୋତେ ଅନୁଭବ ହେଲା ମୋ ଭିତରେ ସବୁ କାହାଣୀ ଶେଷ ହୋଇଯାଇଛି। କାହାଣୀ ବାକି ନାହିଁ ଆଉ କିଛି ଲେଖିବାକୁ। ଦିନେ ରୁଚିତା ମିଶ୍ର ଆସିଥିଲା, ମୋତେ କହିଲା ତା' କାହାଣୀ ଲେଖିଦେବାକୁ। ମୁଁ ପ୍ରଥମେ ଶୁଣିବାକୁ ବି ପ୍ରସ୍ତୁତ ନଥିଲି। ସେ କାହାଣୀ ପ୍ରତ୍ୟେକ ସୋପାନକୁ ଏମିତି କହିବା ଆରମ୍ଭ କଲା ଯେ ମୁଁ ଆଡ଼େଇ ଯାଇପାରିଲି ନାହିଁ। ମୁଁ ଭାବିଲି ରୁଚିତା ମିଶ୍ର ନାଁରେ ଗଳ୍ପଟିଏ ଲେଖାଯାଇପାରେ। ସେ ଗଳ୍ପରେ ତା' ଜୀବନର କାହାଣୀ ବୋହିଚାଲିଲା ଏକ ଅମାନିଆ ସୁଅ ଭଳି। ଯେତେ ବାଧା ଦେଲେ ବି ଏ କାହାଣୀ ଅଥୟ। କାହିଁକି ଅଥୟ ସେକଥା ...






















