Book Haul is Back! 50% Off Hundreds of Hardcovers And More Deals Shop Now In Stores & OnlineBook Haul is Back! 50% Off Hundreds of Hardcovers And More Deals Shop Now In Stores & Online
Paperback
$12.00
Promotion message icon

Premium Members save an extra 10% and all Members collect stamps to save with Rewards. 10 stamps = $5.

Formats
In stock
This item is currently out of stock online.
Free standard shipping on orders over $60
Select a store to view item availability.

କାହାଣୀରେ ଜୀବନ ଥିଲେ କାହାଣୀ ହୁଏ ହୃଦ୍ୟ । ଜୀବନରେ କାହାଣୀ ଥିଲେ ଜୀବନ ହୁଏ ଭବ୍ୟ । ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ରଙ୍କର ଗଳ୍ପଗୁଡ଼ିକରେ ଜୀବନ ଦିଶିଯାଏ । ତେଣୁ ଗଳ୍ପଟିଏ ଆରମ୍ଭ କଲେ ଶେଷ କରିବାକୁ ମନ ବଳେ । ବେଳେବେଳେ ଚମକାଇ ଦିଏ 'ପଜଲ୍]' ଭଳି ଗଳ୍ପ ଯାହା ଘଟିବା ଉଚିତ୍ ନହେଲେ ମଧ୍ୟ ସମାଜରେ ଘଟୁନାହିଁ ବୋଲି କହିହେବ ନାହିଁ । ତାଙ୍କର 'ଭାତବାଲା' ଗଳ୍ପ ସତ୍ୟର ଗଳ୍ପରୂପ ପରି ଲାଗେ, ହୃଦୟକୁ ଛୁଏଁ । ତାଙ୍କର ଗଳ୍ପଗୁଡ଼ିକ ଆକାଶରୁ ଉଲ୍]କା ଭଳି ଖସନ୍ତି ନାହିଁ, ମାଟିରୁ ପାଦତଳର ଘାସ ଭଳି ମୁଣ୍ଡ ଟେକନ୍ତି, ସମାଜର ଚିତ୍ରପଟ ପାଲଟିଯାଆନ୍ତି । ଦେବପ୍ରିୟଙ୍କର ହାତମୁଠାରେ ଜୀବନ କଥାକୁହେ । ତାଙ୍କର ଗା...